Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଲଗାଣ ବର୍ଷାରେ ଭୁଶୁଡିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାରର ୫ ସଦସ୍ୟ

14/09/2021 at 1:09 PM

ପାଟଣା ୧୪।୯: ଲଗାଣ ବର୍ଷାରେ ଭୁଶୁଡ଼ିଲା ଘର । ଅଳ୍ପକେ ବର୍ତ୍ତିଲେ ପରିବାରର ୫ ଜଣ ସଦସ୍ୟ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ୍ ଭୂଇଁପୁର ପଞ୍ଚାୟତ ସିରିକୁଆଁ ଗାଁରେ ଘଟିଛି ଏଭଳି ଅଘଟଣ ।

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ଗହ୍ମା ମହାନ୍ତଙ୍କର ୨ ବଖରା ଘର ଭାଙ୍ଗି ବାହାର ପଟକୁ ପଡ଼ି ଯାଇଥିଲା । ଫଳରେ ପରିବାର ଲୋକ ଏକ ନିଶ୍ଚିତ ବିପଦରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ।

   Related Posts