Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ଗୃହ କମିଟିର ପୁରୁଷୋତ୍ତମପୁର ବ୍ଲକ ଗ୍ରସ୍ତ : ସ୍କୁଲ ଓ ଅଙ୍ଗନୱାଡିର ସ୍ଥିତି ଅନୁଧ୍ୟାନ

7/11/2019 at 1:14 PM

ପୁରୁଷୋତ୍ତମପୁର ୭।୧୧:  ରାଜ୍ୟ ସରକାରଙ୍କ ଗୃହ କମିଟି ର 10 ଜଣିଆ ଟିମ୍  ଗଞ୍ଜାମ ଜିଲ୍ଲା ଗ୍ରସ୍ତ କରିଛନ୍ତି । ବିଭିନ୍ନ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ରକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବେ କମିଟି

 ସୂଚନାଯୋଗ୍ୟ ଯେ, ଗୃହ କମିଟି ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ରକୁ ଗସ୍ତ କରିଛନ୍ତି । କମିଟିର ସଦସ୍ୟମାନେ  ପ୍ରଥମେ ମା ତାରା ତାରିଣୀଙ୍କ ପୀଠରେ ଦର୍ଶନ କରିବେ ।   କୁମ୍ଭାରୀ ର ତିନୋଟି ଅଙ୍ଗନବାଡି କେନ୍ଦ୍ର ପରିଦର୍ଶନ କରିବେ । ନରସିଂହ ଉଚ୍ଚବିଦ୍ୟାଳୟରେ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱଂୟସିଧା କର୍ମୀମାନଙ୍କ ଦ୍ୱାରା ବିଭିନ୍ନ କଳା କୌଶଳ ପ୍ରଦର୍ଶନ କରିବାରର କାର୍ଯ୍ୟକ୍ରମରେ ଯୋଗଦେବେ । ଶେଷରେ କାଇଠରା ସ୍ଥିତ କସ୍ତୁରିବା ଆଶ୍ରମ ବିଦ୍ୟଳୟ ର  ପରିଦର୍ଶନ କରିବେ।

   Related Posts