Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ବିଷମକଟକ ଷ୍ଟେଟ ବ୍ୟାଙ୍କରେ ତାଲା ପକାଇଲେ ଘର ମାଲିକ

20/11/2019 at 1:54 PM

ମୁନିଗୁଡା୨୦।୧୧: -ରାୟଗଡା ଜିଲ୍ଲା ବିଷମ କଟକରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ତାଲା ପକାଇଲେ ଘର ମାଲିକ । ବ୍ୟାଙ୍କ ଭିତର ୬ କର୍ମଚାରୀ ଅଟକ । ଘଟଣାାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତି ଉପରେ ନଜର ରଖିଛି ।

ସୂଚନାଯୋଗ୍ୟ ଯେ, ବିଷମକଟକରେ ଥିବା ଷ୍ଟେଟ ବ୍ୟାଙ୍କ  ଓ ଘର ମାଲିକଙ୍କ ମଧ୍ୟରେ ହୋଇଥିବା ଚୁକ୍ତି ଗତ୬ମାସ ତଳେ ଶେଷ ହୋଇଯାଇଛି । ଘର ମାଲିକ ବାରମ୍ବାର ବ୍ୟାଙ୍କ ମ୍ୟାନେଜରଙ୍କୁ ଘର ଖାଲି କରିବା ପାଇଁ ଅବଗତ କରିଥିଲେ ମଧ୍ୟ ଘର ଖାଲି କରିନଥିଲେ । ଶେଷରେ ଘର ମାଲିକ ବାଧ୍ୟ ହୋଇ ବ୍ୟାଙ୍କରେ ତାଲା ପକାଇଥିବା କହିଛନ୍ତି । ସେପଟେ ବିଷମକଟକର ଦୁରଦୁରାନ୍ତରୁ ଆସୁଥିବା ଗ୍ରାହକ ଦୀର୍ଘ ଦୁଇ ଘଣ୍ଟା ଅପେକ୍ଷା କରି ନାହିଁ ନଥିବା ହଇରାଣ ହେଉଛନ୍ତି । ବ୍ୟାଙ୍କ ପକ୍ଷରୁ ଏନେଇ କୌଣସି ସୂଚନା ମିଳିପାରିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି  ସ୍ଥିତି ଉପରେ ନଜର ରଖିଛି  

   Related Posts