Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର ; ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡି ନଷ୍ଟ

4/02/2019 at 3:13 PM

ଚୌଦ୍ବାର ୪|୧: କଟକ ଜିଲ୍ଲା ଟାଙ୍ଗୀ ଚୌଦ୍ଵାର ବ୍ଲକ୍ ଅନ୍ତର୍ଗତ ଭଟ୍ଟିମୁଣ୍ଡା ପଞ୍ଚାୟତ ବଡସାହିରେ ଦୁଇ ଜଣ ବ୍ୟବସାୟୀଙ୍କ  ଘରେ  ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡରେ ଦୁଇ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି । ଲକ୍ଷାଧିକ ଟଙ୍କାର ବାସନକୁସନ ପୋଡି ପାଉଁଶ  ହୋଇଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଓ  ଅଗ୍ନିଶମ ବାହିନୀ  ପହଞ୍ଚି ନିଆଁକୁ ଆୟତ କରିଛି । ଦୁଇ ବାବସାୟୀ ହେଉଛନ୍ତି ଚନ୍ଦନ ବେହେରା ଓ ମଳୟ ବେହେରା ।ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts