Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ଅଗ୍ନିକାଣ୍ଡରେ ଜଳିଗଲା ୪ଟି ପରିବାରର ୧୨ ବଖରାରୁ ଅଧିକ ଘର

24/03/2019 at 6:07 PM

ଭଦ୍ରକ ୨୪|୩ : ଭଦ୍ରକ ବନ୍ତ ବ୍ଲକ୍ ବୋଡ଼କପାଟଣା ଶାସନ ଗାଁରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ଟି ପରିବାରର ୧୨ ବଖରାରୁ ଅଧିକ ଘର ଜଳିଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ରୋଷେଇ ଚୁଲିରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଆଗରପଡ଼ା ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତି ଜଳିଯାଇଥିବା ସୂଚନା ମିଳିଛି ।  

   Related Posts