Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ଭୟାବହ ଅଗ୍ନିକାଣ୍ଡ ; ଜଳିଗଲା ୭ବଖରା ଘର, ୩ଟି ଗୋରୁ ଜୀବନ୍ତ ଦଗ୍ଧ

13/02/2019 at 10:45 AM

ଭଦ୍ରକ ୧୩|୨:  ଭଦ୍ରକ ସଦର ବ୍ଲକ୍ ସାହାଡା ପଞ୍ଚାୟତ ଧର୍ମଶାସନ ଗାଁରେ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡରେ ୩ଟି ପରିବାରର ୭ ବଖରା ଘର ଜଳିଯାଇଛି । ନିଆଁ ଲାଗି ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପହଞ୍ଚି ଦମକଳବାହିନୀ ନିଆଁକୁ ଆୟତ କରିଛି ।

   Related Posts