Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ରେଜଲ୍ଟକୁ ଚ୍ୟାଲେଞ୍ଜ୍ କଲେ ସବୁ ବିଷୟରେ ଦେବାକୁ ପଡିବ ପରୀକ୍ଷା, ସର୍ତ୍ତାବଳୀ ଲାଗୁ କଲା ବୋର୍ଡ

26/06/2021 at 10:30 AM

କଟକ, ୨୬/୦୬: ପ୍ରକାଶିତ ରେଜଲ୍ଟକୁ ନେଇ କେହି ପରୀକ୍ଷାର୍ଥୀ ଅସନ୍ତୁଷ୍ଟ ଥିଲେ ସେମାନଙ୍କ ପଇଁ ବିକଳ୍ପ ପରୀକ୍ଷା ବ୍ୟବସ୍ଥା ରହିଛି । ମାତ୍ର ଉକ୍ତ ସ୍ୱତନ୍ତ୍ର ପରୀକ୍ଷା ବ୍ୟବସ୍ଥାରେ ବୋର୍ଡ କିଛି ନିର୍ଦ୍ଦିଷ୍ଟ ସର୍ତ୍ତାବଳୀ ଲାଗୁ କରିଛି । ରେଜଲ୍ଟକୁ ଚ୍ୟାଲେଞ୍ଜ କରୁଥିବା ପରୀକ୍ଷାର୍ଥୀମାନେ ସମସ୍ତ ବିଷୟରେ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ନିୟମ ରଖାଯାଇଛି ।

କୌଣସି ପରୀକ୍ଷାର୍ଥୀ ଚାହିଁଲେ ନିଜ ଇଚ୍ଛାରେ ନିର୍ଦ୍ଦିଷ୍ଟ କିଛି ବିଷୟରେ ପରୀକ୍ଷା ଦେଇପାରିବେ ନାହିଁ । ପରୀକ୍ଷା ପାଇଁ ଆବେଦନ କରୁଥିବା ପରୀକ୍ଷାର୍ଥୀଙ୍କୁ ସାହିତ୍ୟ, ଇଂରାଜୀ, ହିନ୍ଦୀ/ସଂସ୍କୃତ, ଗଣିତ, ସାଧାରଣ ବିଜ୍ଞାନ ଓ ସାମାଜିକ ବିଜ୍ଞାନ ସମସ୍ତ ୬ଟି ଯାକ ବିଷୟରେ ପରୀକ୍ଷା ଦେବାକୁ ପଡ଼ିବ ବୋଲି ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସେହିପରି ଉକ୍ତ ପରୀକ୍ଷାରେ ଯାହା ଫଳାଫଳ ବାହାରିବ ତାହାହିଁ ଚୂଡ଼ାନ୍ତ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।

   Related Posts