Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ସମ୍ବଲପୁର ସାହୁ କଲୋନୀ ବସ୍ତିରୁ ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

12/07/2018 at 7:05 AM

ସମ୍ବଲପୁର ଟାଉନ ଥାନା ନିକଟସ୍ଥ ସାହୁ କଲୋନୀ ବସ୍ତିରୁ ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ ହୋଇଛି | କୌଣସି ସୂତ୍ରରୁ ଖବର ପାଇ ଆଜି ଟାଉନ ଥାନା ପୋଲିସ କଲୋନୀ ଉପରେ ଚଢ଼ାଉ କରିଥିଲା | ଚଢ଼ାଉ ବେଳେ ବିପୁଳ ପରିମାଣର ଗଞ୍ଜେଇ, ଦେଶୀ ଓ ବିଦେଶୀ ମଦ ଜବତ ଜବତ ହୋଇଛି | ଏହାସହ କିଛି ନିଷିଦ୍ଧ କଫ୍ ସିରଫ ମଧ୍ୟ ଜବତ କରିଛି ପୋଲିସ | ଟାଉନ ଥାନା ପୋଲିସ ପକ୍ଷରୁ ଏବେବି ଚଢାଉ ଜାରି ରହିଛି | ତେବେ ଏପର୍ଯ୍ୟନ୍ତ କେହି ଗିରଫ ହୋଇନାହାନ୍ତି |

   Related Posts