Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ସୁପର ହସ୍ପିଟାଲ ନିର୍ମାଣ ଦାବିରେ ଆନ୍ଦୋଳନ

29/11/2019 at 10:22 AM

ପାରାଦୀପ ୨୯।୧୧: ପାରାଦୀପସ୍ଥିତ ଭୂତମୁଣ୍ଡାଇ ନିକଟରେ ଏକ ସୁପର ହସ୍ପିଟାଲ ନିର୍ମାଣ ଦାବି ରେ ଆନ୍ଦୋଳନକୁ ଓହ୍ଲାଇଛି ଆଞ୍ଚଳିକ ସୁରକ୍ଷା ସମିତି। ଦୀର୍ଘ ୧୨ କିଲୋମିଟର ଧରି ଭୂତମୁଣ୍ଡାଇ ଠାରୁ ପାରାଦୀପ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ମାନବ ଶୃଙ୍ଖଳ ମାଧ୍ୟମରେ ଦାବିପତ୍ର ପ୍ରଦାନ କରିବାର କାର୍ଯ୍ୟକ୍ରମ।

ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମେଡ଼ିକାଲ ନିର୍ମାଣ ଦାବିରେ ଅନେକ ଥର ଆନ୍ଦୋଳନକୁ ଓହ୍ଲାଇ ଥିଲେ ମଧ୍ୟ କୌଣସି ସୁଫଳ ମିଳୁନଥିବା ବେଳେ ଆଜି ଏକ ଭିନ୍ନ ଢ଼ଙ୍ଗରେ ଆନ୍ଦୋଳନ କୁ ଓହ୍ଲାଇଛନ୍ତି। କୁଜଙ୍ଗ ବ୍ଲକ ର ପ୍ରାୟ ୧୯ ପଞ୍ଚାୟତ ର ଶତାଧିକ ମହିଳା ଓ ପୁରୁଷ ହାତକୁ ହାତ ଧରି ଆନ୍ଦୋଳନ ରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି।

   Related Posts