Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ମାନବିକତା ଦେଖାଇଲେ୧୦୮ ଆମ୍ବୁଲାନ୍ସ କର୍ମଚାରୀ, ଷ୍ଟ୍ରେଚରରେ ବୃଦ୍ଧାଙ୍କୁ ବୋହିନେଲେ

7/11/2021 at 12:24 PM

ନୂଆପଡା ୦୭/୧୧: ଷ୍ଟ୍ରେଚରରେ ବୁହାହେଲେ ରୋଗୀ । ନୂଆପଡା କୋମନା ବ୍ଲକ ସାହାଜତ ଗାଁରେ ଘଟିଛି ଘଟଣା । କୌଣସି କାରଣରୁ ଗୁରୁତର ଆହତ ହୋଇଥିଲେ ସାହାଜଟ ହରିଜନ ପଡାର ୫୦ ବର୍ଷିୟ ସୁମତି ଜଗତ । ସମ୍ପର୍କୀୟ ଲୋକେ ୧୦୮କୁ ଫୋନ ଯୋଗେ ସୁଚନା ଦେଇଥିବା ବେଳେ ଆମ୍ବୁଲାନ୍ସ ଆସିଥିଲା ହେଲେ ରାସ୍ତା ନଥିବାରୁ ପଡାକୁ ଯାଇ ପାରିନଥିଲା ।

ପରେ ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ । ଷ୍ଟ୍ରେଚରରେ ପାଖାପାଖି ଅଧ କିଲୋମିଟର ବୋହି ଆମ୍ବୁଲାନ୍ସ ପାଖକୁ ଆଣିବା ସହ ସୁରକ୍ଷିତ ଭାବେ ନୂଆପଡା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ୧୦୮ କର୍ମଚାରୀଙ୍କ ଏଭଳି ସହଯୋଗ ପାଇଁ ସାଧାରଣରେ ପ୍ରଶଂସା କରାଯାଇଛି ।

   Related Posts