Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ

20/01/2021 at 1:49 PM

ଭୁବନେଶ୍ବର ୨୦।୧: ବିଜେଡିରେ ମିଶିଲେ ମୟୁରଭଞ୍ଜ କରଞ୍ଜିଆ ଏନଏସିର ବିଜେପି ଓ କଂଗ୍ରେସର ଶତାଧିକ କର୍ମୀ । ଗିରିଧର ପୃଷ୍ଟିଙ୍କ ନେତୃତ୍ବରେ ବିଜେଡିର ସାମିଲ ହୋଇଛନ୍ତି । ବିଜେଡି ମୁଖପାତ୍ର ପ୍ରତାପ ଦେବ, କରଞ୍ଜିଆ ବିଧାୟକ ବସନ୍ତୀ ହେମ୍ବ୍ରମ, ମୋରଡ ବିଧାୟକ ରାଜକିଶୋର ଦାସ, ବିଧାୟକ ବ୍ୟୋମକେଶ ରାୟଙ୍କ ଉପସ୍ଥିତିରେ ଶତାଧିକ କର୍ମୀ ବିଜେଡିରେ ମିଶିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି, ଆଦର୍ଶ ଓ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ଅନୁପ୍ରାଣିତ ହୋଇ ଏମାନେ ସମସ୍ତେ ବିଜେଡିର ସାମିଲ ହୋଇଛନ୍ତି । ବନ୍ଦେ ଉତ୍କଳ ଜନନୀ ଗାନ କରିବା ପରେ ବିଜେଡିରେ ସାମିଲ ହୋଇଛନ୍ତି । ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତରେ ମିଶିଛନ୍ତି ।

   Related Posts