Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଶିକାର ବେଳେ ଧରାପଡିଲା ଶିକାରୀ, ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ

26/10/2020 at 5:00 PM

ଢେଙ୍କାନାଳ ୨୬।୧୦: ଶିକାର କରିବାକୁ ଯାଇ ଶିକାରୀ ବନ ବିଭାଗ ଜାଲରେ ପଡିଯାଇଛି । ବନ କର୍ମଚାରୀମାନେ ଗୋଟିଏ ବନ୍ଧୁକ, ୭ଟି ଜୀବନ୍ତ ଗୁଳି ଓ ଗୋଟିଏ ବାଇକ୍ ସହ ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଶିକାରୀ ହେଲେ ଗଁନ୍ଦିଆ ଥାନା ଅନ୍ତର୍ଗତ ଅନ୍ନପୁର ଗ୍ରାମର ପ୍ରମୋଦ ସାହୁ ।

ଏହାସହ ତାଙ୍କଠାରୁ ଟର୍ଚ୍ଚ ଲାଇଟ୍ ଆଦି ଶିକାର ସରଞ୍ଜାମ ମଧ୍ୟ ବନ ବିଭାଗ ଜବତ କରିଥିବା ଜଣାପଡ଼ିଛି । ସେ ଷଡଙ୍ଗୀ ବନାଞ୍ଚଳର ଅନ୍ନପୁର ଜଙ୍ଗଲକୁ ଶିକାର କରିବାକୁ ଯାଇଥିଲେ । ବିଶେଷ ସୂତ୍ରରୁ ଖବର ପାଇ ଢେଙ୍କାନାଳ ବନଖଣ୍ଡ ଅଧିକାରୀ ବନ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

   Related Posts