Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଶିକାର ଉଦ୍ଦେଶ୍ୟରେ ଜଙ୍ଗଲରେ ବୁଲୁଥିବା ଯୁବକ ଗିରଫ

28/07/2020 at 5:21 PM

ବୌଦ୍ଧ୨୮/୭: ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ଯୁବକ ଗିରଫ। ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶୀତଳ ପାଣି ଜଙ୍ଗଲ ମଧ୍ୟରେ ଶିକାର ଉଦ୍ଦେଶ୍ୟରେଏହି ଯୁବକ ବୁଲୁଥିଲା। ଏହି ସମୟରେ ବନ ବିଭାଗ ଚଢ଼ାଉ କରି ମହାଳିକପଡା ପଞ୍ଚାୟତ ଭାପୁର ଗ୍ରାମର ସୁରେଶନ ପ୍ରଧାନ ନାମକ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଛି।ତାଠାରୁ ଏକ ଟାଙ୍ଗିଆ, କଟୁରୀ ଜବତ କରାଯାଇ ଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

   Related Posts