Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଆମ୍ବ ତୋଳିବା ହେଲା କାଳ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦମ୍ପତ୍ତି ମୃତ

22/05/2019 at 11:24 AM

କନ୍ଧମାଳ ୨୨|୫:  ଆମ୍ବ ତୋଳିବା ହେଲା କାଳ । ଆମ୍ବ ତୋଳିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦମ୍ପତ୍ତିଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଦଶରଥ ଧୁକ୍ତା ଓ ସରୋଜିନୀ ଧୁକ୍ତା ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ବନ୍ଧଗଡ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଆମ୍ବ ତୋଳିବାକୁ ସ୍ବାମୀ ଦଶରଥ ଧୁକ୍ତା ଏବଂ ସ୍ତ୍ରୀ ସରୋଜିନୀ ଧୁକ୍ତା ଜଙ୍ଗଲକୁ ଯାଇଥିଲେ । ଆମ୍ବ ତୋଳୁଥିବା ସମୟରେ ହଠାତ୍ ଉଭୟେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଉଭୟ ସ୍ବାମୀ ଓ ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲକୁ ପଠାଇଛି ।

   Related Posts