ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୁରିଷ୍ଟ ବସ୍‌ ଦୁର୍ଘଟଣା ପ୍ରସଙ୍ଗରେ ପରିବହନ ମନ୍ତ୍ରୀଙ୍କ ପ୍ରତିକ୍ରିୟା, କଳିଙ୍ଗା ଘାଟି ଦେଇ ଯିବନାହିଁ ଟୁରିଷ୍ଟ ବସ୍‌
  • ||
  • କେଦାରନାଥ ଯାତ୍ରାରେ ବାଧକ ସାଜିଛି ତୁଷାରପାତ, ବାରମ୍ବାର ଫସୁଛନ୍ତି ଯାତ୍ରୀ
  • ||
  • ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୨୪ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୩ କୋଭିଡ୍ ପଜିଟିଭ୍
  • ||
  • ରାଇରଙ୍ଗପୁର: ଗୋରୁ ବେପାରୀଙ୍କୁ ଗୁଳିକରି ହତ୍ୟା, ୨୦ ଲକ୍ଷ ଲୁଟ୍‌
  • ||
  • ପୁରୀ : ବୁଧବାର ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
  • ||

ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ

12/09/2018 at 2:11 AM

ଜୟପୁର ୧୧/୦୯: ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ । ଏଭଳି ଅଭାବନୀୟ ଘଟଣା ଘଟିଛି ଜୟପୁର ଜୟନଗର ଅଞ୍ଚଳରେ । ଗୁରୁତର ଅବସ୍ଥାରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ କୋରାପୁଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts