ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ
12/09/2018 at 2:11 AM

ଜୟପୁର ୧୧/୦୯: ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ । ଏଭଳି ଅଭାବନୀୟ ଘଟଣା ଘଟିଛି ଜୟପୁର ଜୟନଗର ଅଞ୍ଚଳରେ । ଗୁରୁତର ଅବସ୍ଥାରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ କୋରାପୁଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।