ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ କଲା ସ୍ବାମୀ, ଅଭିଯୁକ୍ତ ଅଟକ

Published By : Prameya-News7 Bureau | October 21, 2020 IST

କଣ୍ଟାବାଞ୍ଝି ୨୧।୧୦: ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ କଲା ସ୍ବାମୀ । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଜଏରପଡା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଜଏରପଡା ଗାଁରେ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ କରିଛି ସ୍ବାମୀ । ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ମହିଳାଙ୍କ ନାଁ ବିନତୀ ମାଝୀ । ଅନ୍ୟପଟେ ଫେରାର ଉଦ୍ୟମ କରୁଥିବା ସ୍ବାମୀକୁ ଅଟକ ରଖିଛନ୍ତି ଗ୍ରାମବାସୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.