Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଚରିତ୍ର ଉପରେ ସନ୍ଦେହ କରି ପତ୍ନୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ

23/10/2020 at 6:06 PM

ଢେଙ୍କାନାଳ ୨୩।୧୦:  ପତ୍ନୀର ଚରିତ୍ରକୁ ସନ୍ଦେହ କରି ବିଭତ୍ସ ଭାବେ ହତ୍ୟା କରି ଫେରାର ହୋଇଯାଇଛି ସ୍ୱାମୀ । ଏକ ବାଉଁଶ ଠେଙ୍ଗାରେ ପିଟିବାରୁ ଘର ବାରଣ୍ଡାରେ ପତ୍ନୀର ମୃତ୍ୟୁ ଘଟିଛି । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ବଳରାମପୁର ରାଗଡା ସାହିରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତକ ହେଲେ ଶିବାନୀ ପ୍ରଧାନ ।

ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଂଚି ମୃତ ଦେହକୁ ଜବତ କରି ତଦନ୍ତ କରୁଛି । ରକ୍ତ ଜୁଡୁବୁଡୁ  ଶିବାନୀ ଙ୍କ ମୃତ ଦେହକୁ ପୁଲିସ ଘର ଡାଇନିଂ ଘରୁ ଜବତ କରିଛି । ତେବେ ହତ୍ୟା ଅଭିଯୁକ୍ତ ସ୍ୱାମୀ ଦିଲୀପ ପ୍ରଧାନ ଫେରାର ହୋଇଯାଇଛି । ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତର ସନ୍ଧାନରେ ରହିଛି।

   Related Posts