ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୈଳ ଦର ଉପରେ ଉତ୍ପାଦନ ଶୁଳ୍କ କମାଇଲେ କେନ୍ଦ୍ର ସରକାର, ପେଟ୍ରୋଲ ୯.୫ ଓ ଡିଜେଲ୍ ୭ ଟଙ୍କା କମିଲା
  • ||
  • ସନ୍ଧ୍ୟାରେ ମୁମ୍ବାଇ ବନାମ ଦିଲ୍ଲୀ : ‘କର ବା ମର’ ସ୍ଥିତିରେ କ୍ୟାପିଟାଲ୍ସ
  • ||
  • ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ଏଏଫଆଇ ଇଣ୍ଡିଆନ ଗ୍ରାଁପ୍ରି-୩ : ଅମିୟ କୁମାର ମଲ୍ଲିକ ଏବଂ ଶ୍ରାବଣୀ ନନ୍ଦଙ୍କ ଉପରେ ନଜର
  • ||
  • ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୮ କୋଭିଡ୍ ପଜିଟିଭ୍
  • ||
  • ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୩୩ ଜୀବନ
  • ||
  • ତାତି ଆହୁରି ବଢିବ, ୩ ଦିନ ଯାଏଁ ତତଲା କଡେଇରେ ଭାଜିହେବେ ରାଜ୍ୟବାସୀ
  • ||
  • ୪୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଚାଲାଣ ପାଇଁ ଜଙ୍ଗଲରେ ଲୁଚାଇଥିଲେ ମାଫିଆ
  • ||

ପୁଅଟିଏ ଆଶା କରି ଝିଅ ଜନ୍ମ ଦେବାରୁ ମହିଳାଙ୍କୁ ସ୍ୱାମୀ ମାଡ଼ ମାରିଥିବା ଅଭିଯୋଗ

4/09/2018 at 5:52 AM

ଯାହା ବି ହେଉ, ଯେମିତି ହେଉ ପୁଅଟିଏ ଦରକାର | ଝିଅ ଜନ୍ମ କଲେ ସହିବା କୁ ମାଡ ଗାଳି ଆଉ ଅକଥନୀୟ ନିର୍ଯ୍ୟାତନା | କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର କଜ୍ଜଳବନ୍ଧ ଗ୍ରାମରେ ଦୁଇଟି ଝିଅ ଜନ୍ମ କରିବା ପରେ ସ୍ଵାମୀ ଆଉ ଶାଶୁ ର ନିର୍ଯ୍ୟାତନା ର ଶିକାର ହୋଇଛନ୍ତି ଜଣେ ମହିଳା | ନିର୍ଯ୍ୟାତିତl ମା ଏବେ କେନ୍ଦ୍ରପଡ଼ା ମୁଖ୍ୟ ଚିକିତ୍ସାଳୟ ରେ ଚିକିତ୍ସିତ ହେଉଛନ୍ତି |

   Related Posts