Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପତ୍ନୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

2/07/2018 at 5:56 AM

ପତ୍ନୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା
ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ବଂଗୋମୁଂଡା ଥାନା ଭାଳୁମୁଣ୍ଡା କଲୋନୀ ପଡାରେ | ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛି ସ୍ୱାମୀ | ପାରିବାରିକ କଳହକୁ କେନ୍ଦ୍ର କରି ଏପରି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି | ସେମାନଙ୍କ ଗୋଟିଏ ଦିବ୍ୟାଙ୍ଗ ପୁଅ ମଧ୍ୟ ରହିଛି |

   Related Posts