Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଗଛରେ ପିଟିହେଲା ସ୍କୁଟି : ସ୍ବାମୀ ମୃତ, ସ୍ତ୍ରୀ ଓ ପୁଅ ଗୁରୁତର

27/10/2019 at 3:17 PM

ନୟାଗଡ ୨୭।୧୦: ନୟାଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ ନୟାଗଡ ଜିଲ୍ଲା ଫତେଗଡ ଥାନା କାଚେରାସାହି ନିକଟରେ ଗଛରେ ପିଟିହୋଇଛି ସ୍କୁଟି । ଫଳରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ହୋଇଛନ୍ତି । ଭୁବନେଶ୍ବରରୁ ନିଜ ଗାଁ ତେନ୍ତୁଳିଆପଲ୍ଲିକୁ ଆସୁଥିବା ବେଳେ ହୋଇଛି ଦୁର୍ଘଟଣା । ଗୁରୁତର ମାନେ ଭାପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

   Related Posts