Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ !

1/12/2019 at 11:14 AM

ସୁନ୍ଦରଗଡ ୦୧।୧୨: ସୁନ୍ଦରଗଡ ଭସ୍ମା ଥାନା ଅନ୍ତର୍ଗତ କୁଲାବିରା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ବାମୀକୁ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଭସ୍ମା ଥାନା କୁଲାବିରା ଗାଁରେ  ସ୍ବାମୀକୁ ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜଣଙ୍କ ପ୍ରଦୀପ ମୁଣ୍ଡା । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ସ୍ତ୍ରୀ ଫେରାର ହୋଇଯାଇଛନ୍ତି ।ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଭସ୍ମା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts