Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ନିଆଁରେ ପୋଡି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

3/12/2019 at 8:42 AM

ବାଲେଶ୍ବର ୦୩।୧୨: ବାଲେଶ୍ବର ସଦର ଥାନା ଅନ୍ତର୍ଗତ ସୁନ୍ଦରୀ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ଘରେ କୌଣସି କାରଣରୁ ନିଆଁ ଲାଗି ସ୍ବାମୀ ମୃତ ଓ ସ୍ତ୍ରୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ।   

ସୂଚନାଯୋଗ୍ୟ ଯେ, ନିଆଁରେ ପୋଡି ହୋଇ ସ୍ବାମୀ  ମୃତ ଓ ସ୍ତ୍ରୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ କୁଶ ଭାରତୀ ବୋଲି ଜଣାପଡିଛି ।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

   Related Posts