ନିଆଁରେ ପୋଡି ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | December 03, 2019 IST

ବାଲେଶ୍ବର ୦୩।୧୨: ବାଲେଶ୍ବର ସଦର ଥାନା ଅନ୍ତର୍ଗତ ସୁନ୍ଦରୀ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ଘରେ କୌଣସି କାରଣରୁ ନିଆଁ ଲାଗି ସ୍ବାମୀ ମୃତ ଓ ସ୍ତ୍ରୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ।   

{"id":193140,"sizeSlug":"large"}

ସୂଚନାଯୋଗ୍ୟ ଯେ, ନିଆଁରେ ପୋଡି ହୋଇ ସ୍ବାମୀ  ମୃତ ଓ ସ୍ତ୍ରୀ ଗୁରୁତର ହୋଇଛନ୍ତି । ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ କୁଶ ଭାରତୀ ବୋଲି ଜଣାପଡିଛି ।  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.