Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||

ବାଇକ୍ ଉପରେ ମାଡିଗଲା ଟ୍ରକ୍ : ସ୍ବାମୀ ମୃତ, ସ୍ତ୍ରୀ ଓ ଛୁଆ ଗୁରୁତର

17/09/2019 at 4:58 PM

ରାଉରକେଲା ୧୭|୯:  ରାଉରକେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫର୍ଟିଲାଇଜର ରଙ୍ଗିଲା ଛକରେ ଟ୍ରକ୍ ଟି ପଛକୁ ମାଡିଯିବା ଫଳରେ ଦୁର୍ଘଟଣା ଘଟିଛି । ପଛରେ ବାଇକ୍ ରେ ଆସୁଥିବା ସ୍ବାମୀ, ସ୍ତ୍ରୀ ଏବଂ ଛୁଆଙ୍କ ଉପରେ ମାଡିଯାଇଛି ଟ୍ରକ୍ ।

ଘଟଣାସ୍ଥଳରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ମା’ ଏବଂ ଛୁଆ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଆରଜିଏଚରେ ଭର୍ତ୍ତି କରାଯାଇଛି । ଟ୍ରକ୍ ଟି ଡିଜେଲ ପକାଇ ପଛକୁ ଫେରିଲାବେଳେ ଏଭଳି ଦୁର୍ଘଟଣା ଘଟିଛି ।

   Related Posts