Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ସାମାନ୍ୟ କଥାରୁ ବଚସା, ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ : ହତ୍ୟାକାରୀ ଅଟକ

4/06/2021 at 3:24 PM

ଅନୁଗୋଳ ୪।୬: ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ । ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ଅନୁଗୋଳ ଜିଲ୍ଲା ତାଳଚେର ବଙ୍ଗାଳିତଇଲାରେ । ମୃତକ ହେଲେ ହୀନା ବେହେରା । ତାଙ୍କ ବୟସ ୪୫ ବର୍ଷ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ତାଳଚେର ବଙ୍ଗାଳିତଇଲାର ଜୀବନ ବେହେରାଙ୍କର କୌଣସି କାରଣରୁ ସ୍ତ୍ରୀଙ୍କ ସହ ବଚସା ହୋଇଥିଲା । ଫଳରେ ଜୀବନ ରାଗିଯାଇ ସ୍ତ୍ରୀ ହୀନା ବେହେରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି । ଖବର ପାଇ ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ହୀନାଙ୍କ ଶବ ଜବତ କରିବା ସହ ବ୍ୟବହୃତ ଟାଙ୍ଗିଆକୁ ଜବତ କରିଛି । ଅଭିଯୁକ୍ତ ଜୀବନ ବେହେରାକୁ କାବୁ କରି ତାଳଚେର ଥାନାରେ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ପୋଲିସ ।

   Related Posts