Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶିଷ୍ଟ ଲେଖିକା ମନୋରମା ମହାପାତ୍ରଙ୍କ ପରଲୋକ
  • ||
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ, ଭାଇଙ୍କ ମୃତ୍ୟୁ ପରେ ଭାଉଜଙ୍କୁ କରିଥିଲା ବିବାହ

4/08/2021 at 9:59 AM

ବ୍ରହ୍ମଗିରି ୪।୮: ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ଅଭିଯୁକ୍ତ ସ୍ବାମୀକୁ ଅଟକ ରଖିଲା ପୋଲିସ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ପଞ୍ଚଗୋଛିଆ ଗୌଡସାହିରେ ଅଘଟଣ । ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ମୃତକ ହେଲେ ମାଳତୀ ଦେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ପୋଲିସ ଅଭିଯୁକ୍ତ ସ୍ବାମୀକୁ ପ୍ରଭାକର ଦେକୁ ଅଟକ ରଖିଛି । ଭାଇର ମୃତ୍ୟୁ ପରେ ଭାଉଜକୁ ବିବାହ କରିଥିଲା ଅଭିଯୁକ୍ତ ପ୍ରଭାକର । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

   Related Posts