Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର

27/10/2020 at 10:44 AM

ଢେଙ୍କାନାଳ ୨୭।୧୦: ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ବୀଭତ୍ସ ହତ୍ୟାକାଣ୍ଡ । ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିବା ପରେ ଫେରାର ହୋଇଯାଇଛି ଅଭୁଯୁକ୍ତ ସ୍ବାମୀ । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ବଳରାମ ପୁର ରାଗଡା ସାହିରେ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଛି ସ୍ବାମୀ । ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିବାରୁ ଘର ବାରଣ୍ଡାରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ଶିବାନୀ ପ୍ରଧାନ । ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ମୃତଦେହକୁ ପୋଲିସ ଡାଇନିଂ ଘରୁ ଜବତ କରିଛି । ତେବେ ଅଭିଯୁକ୍ତ ସ୍ବାମୀ ଦିଲ୍ଲୀପ ପ୍ରଧାନ ଫେରାର ହୋଇଯାଇଛି ।

   Related Posts