Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ପାରିବାରିକ କଳହ ନେଲା ଜୀବନ, ସ୍ବାମୀର କଟୁରୀ ଚୋଟରେ ସ୍ତ୍ରୀର ମୄତ୍ୟୁ

1/10/2020 at 10:29 AM

ପାରାଦୀପ ୧।୧୦: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ମଙ୍ଗରାଜପୁର ପଞ୍ଚାୟତ ହସିଣା (ଖ) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ସ୍ବାମୀର କଟୁରୀ ଚୋଟରେ ସ୍ତ୍ରୀର ମୄତ୍ୟୁ ଘଟିଛି । ଘଟମାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନା ଅନୁସାରେ ବୁଧାବାର ରାତିରେ ହସିଣା (ଖ) ଗ୍ରାମରେ ରହୁଥିବା ମେଘନାଦ ତରାଇଙ୍କର କୌଣସି କାରଣକୁ ନେଇ ସ୍ତ୍ରୀ ପାର୍ବତୀ ତରାଇଙ୍କ ସହିତ ପାଟିତୁଣ୍ଡ ହୋଇଥିଲା । ତେବେ ଉଭୟଙ୍କ ଭିତରେ ପାଟିତୁଣ୍ଡ ଏତେ ତୀବ୍ର ହୋଇଥିଲା ଯେ ସ୍ବାମୀ ମେଘନାଦ ଏକ କଟୁରୀ ସାହାଯ୍ୟରେ ପାର୍ବତୀଙ୍କ ମୁଣ୍ଡରେ ଚୋଟ ପକାଇ ଥିଲେ । ଯାହା ଫଳରେ ଘଟଣାସ୍ଥଳରେ ପାର୍ବତୀଙ୍କ ମୄତ୍ୟୁ ହୋଇଥିଲା । ଘଟଣା ପରେ ସ୍ବାମୀ ମେଘନାଦ ତରାଇକୁ କୁଜଙ୍ଗ ପୋଲିସ ଗିରଫ କରି ପଚରାଉଚରା ଜାରି ରଖିଛି ।

   Related Posts