Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ସ୍ତ୍ରୀର ତଣ୍ଟିଚିପି ହତ୍ୟା କଲା ସୈତାନ ସ୍ବାମୀ

6/05/2020 at 4:26 PM

ରାଉରକେଲା୬/୫:ସ୍ତ୍ରୀର ତଣ୍ଟିଚିପି ହତ୍ୟା କଲା ସ୍ବାମୀ। ପାରିବାରିକ କଳହରୁ କରୁଣ ପରିଣତି। ସ୍ବାମୀ ଏବଂ ସ୍ତ୍ରୀଙ୍କ ଝଗଡ଼ାରେ ବଳି ପଡ଼ିଗଲା ସ୍ତ୍ରୀ। ଅଭିଯୁକ୍ତ ସ୍ବାମୀ ନିଜ ରାଗକୁ ନିୟନ୍ତ୍ରଣ କରି ପାରି ନାହିଁ। ତେଣୁ ରାଗରେ ବଶବର୍ତ୍ତି ହୋଇ ନିଜ ସ୍ତ୍ରୀର ତଣ୍ଟିଚିପି ହତ୍ୟା କଲା ସୈତାନ ସ୍ବାମୀ। ରାଉରକେଲାର ବ୍ରହ୍ମଣୀ ଥାନା ଅନ୍ତର୍ଗତ ଟୋଲା ବସ୍ତିରେ ଏଭଳି ଅଭାବନୀୟ ଘଟଣା ଘଟିଛି।       

ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ମୃତ ସ୍ତ୍ରୀ ଟନି ଦେବୀଙ୍କ ସହ ତାଙ୍କ ସ୍ବାମୀ ପ୍ରତିଦିନ ଝଗଡ଼ା କରୁଥିଲା। ଦୀର୍ଘଦିନ ହେବ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କଳି ଝଗଡ଼ା ଲାଗୁଥିଲେ। ଦୁଇଜଣଙ୍କ ଝଗଡ଼ା ଉଗ୍ରରୂପ ନେବାରୁ ଅଭିଯୁକ୍ତ ସ୍ବାମୀ ସ୍ତ୍ରୀର ତଣ୍ଟିଚିପି ହତ୍ୟା କରିଛି। ପୋଲିସ୍‌ର ସୂଚନା ଅନୁସାରେ ଅଭିଯୁକ୍ତ ସ୍ବାମୀ ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ବ୍ରାହ୍ମଣୀ ତରଙ୍ଗ ଥାନାର ପୋଲିସ୍ ଏବଂ ସାଇଣ୍ଟିଫିକ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି।

   Related Posts