Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ପାରିବାରିକ କଳହରୁ ପତ୍ନୀକୁ ତିନି ଖଣ୍ଡ କଲା ସ୍ବାମୀ : ଅଭିଯୁକ୍ତ ସ୍ବାମୀ ଗିରଫ

15/09/2019 at 8:46 AM

କନ୍ଧମାଳ ୧୫/୯: ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର କୁନାସାଲ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ସ୍ବାମୀ ମଞ୍ଜୁକା ମଲ୍ଲିକଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ଲୁମେଡରଙ୍କ ଜୀବନ ଚାଲିଯାଇଛି । କିଛି ଦିନ ହେବ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗି ରହିଥିଲା ।

ଗତକାଲି କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ମଞ୍ଜୁକା ସ୍ତ୍ରୀକୁ ଏକ ଧାରୁଆ ଟାଙ୍ଗିଆରେ ଚୋଟ ପକାଇ ତିନି ଖଣ୍ଡ କରି ଦେଇଥିଲେ ବୋଲି ପୋଲିସ୍ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ପୋଲିସ୍ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି । ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।

   Related Posts