Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପରକୀୟ ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

19/08/2019 at 2:52 PM

ଆଠମଲ୍ଲିକ ୧୯|୮: ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି ଆଠମଲ୍ଲିକ ଥାନା ଅନ୍ତର୍ଗତ ଗଦାଧରପୁର ଗ୍ରାମରେ । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ଗଦାଧରପୁର ଗ୍ରାମର ଶେଷ କୁଦେଇ ତାଙ୍କ ଦ୍ବିତୀୟ ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ରାସେସରୀ କୁଦେଇଙ୍କର ପରକୀୟା ପ୍ରୀତି ଥିବା ସନ୍ଦେହ କରି ହତ୍ୟା କରିଥିବା ଜଣାପଡିଛି । ରାସେସରିର ମୃତ ଶରୀର ଘର ବାଡି ପଛ ପଟେ ରକ୍ତ ଜୁଡୁ ବୁଡୁ ପଡିଥିବା ଦେଖିବାକୁ ମିଳିଥିଲା । ଆଠମଲ୍ଲିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଜାରି ରଖିଛି । ହତ୍ୟାକାଣ୍ଡ ପରଠାରୁ ଶେଷ କୁଦେଇ ଏବଂ ପ୍ରଥମ ସ୍ତ୍ରୀ ଫେରାର ହୋଇଯାଇଛନ୍ତି । ଖବର ପାଇ ତାଙ୍କର ଜ୍ବାଇଁ ଓ ଝିଅ ପହଁଚିଛନ୍ତି ।

   Related Posts