Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ସାମାନ୍ୟ ବଚସାରୁ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ବାମୀ

10/09/2019 at 9:38 AM

ଅନୁଗୋଳ ୧୦।୯: ଅନୁଗୋଳ ଜିଲ୍ଲା ତାଳଚେର ବଲଣ୍ଡା ଗୁରୁଦ୍ବାରରେ ମଦ୍ୟପ ସ୍ବାମୀର ଉନ୍ନତ୍ତ କାଣ୍ଡ। ସାମାନ୍ୟ ବଚସାକୁ ନେଇ ସ୍ତ୍ରୀର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ସ୍ବାମୀ । ହତ୍ୟା ପରେ ପାଖରେ ଏକ ସିମେଣ୍ଟ ଦୋକାନ ଆଗରେ ପକାଇ ଦେଇ ଚାଲିଗଲା ।

ସୂଚନାଯୋଗ୍ୟ ଯେ, ଗୁରୁଦ୍ବାର ଅଞ୍ଚଳର ମୁନା ବେହେରା ତାର ସ୍ତ୍ରୀ ଗୀତା ଦେହୁରୀଙ୍କୁ ପଥରରେ ଛେଚି ହତ୍ୟା କରିଛି। ବିଳମ୍ବିତ ରାତିରେ ମଦ ପିଇ ଆସିଥିବାବେଳେ ଦୁହିଁଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ମୁନା ଉତକ୍ଷିପ୍ତ ହୋଇ ପାଖରେ ପଡିଥିବା ଏକ ପଥର ସାହାଯ୍ୟରେ ଗୀତାର ମୁଣ୍ଡକୁ ଛେଚି ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ମୁନାକୁ ଗିରଫ କରିଛି । କେଉଁ ପରିସ୍ଥିତିରେ ଏଭଳି ହତ୍ୟାକାଣ୍ଡ ଘଟିଲା ତାର ତଦନ୍ତ ମଧ୍ୟ ଚଳାଇଛି ପୋଲିସ।

   Related Posts