Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ନରହନ୍ତା ସାଜିଲା ସ୍ବାମୀ : ଧାରୁଆ ଅସ୍ତ୍ରରେ ହାଣି ସ୍ତ୍ରୀଙ୍କୁ ହତ୍ୟା

20/01/2020 at 12:52 PM

ଗଞ୍ଜାମ ୨୦/୧: ଧାରୁଆ ଅସ୍ତ୍ରରେ ହାଣି ସ୍ତ୍ରୀଙ୍କୁ ହତ୍ୟା କରିଛି ସ୍ବାମୀ ।

ସମ୍ପର୍କୀୟଙ୍କ କହିବା ଅନୁଯାୟୀ  ଭିକାରୀ ବେହେରା ସ୍ତ୍ରୀ ସେରେନ୍ତା ବେହେରାଙ୍କୁ  ଧାରୁଆ ଅସ୍ତ୍ରରେ ଶରୀରର ବିଭିନ୍ନ ଅଙ୍ଗକୁ ପ୍ରହାର କରିବାରୁ ଚିତ୍କାର ଶୁଣି ସାଇ ପଡିଶା ଲୋକେ ଦୌଡ଼ି ଆସିଥିଲେ । ସାଇ ପଡିଶା ଲୋକଙ୍କୁ ଦେଖି ଭିକାରୀ ବେହେରା ଘଟଣା ସ୍ଥଳରୁ  ଫେରାର ହୋଇଯାଇଥିଲା  । ଗାଁଲୋକେ ସେରେନ୍ତାଙ୍କୁ ମେଡିକାଲ ଆଣିବା ପରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଘଟଣାସ୍ଥଳକୁ ଭେଜିପୁଟ ଫାଣ୍ଡି  ପୋଲିସ୍ ଯାଇ ଅଧିକ ତଦନ୍ତ କରୁଥିବା ସୂଚନା ମିଳିଛି ।

   Related Posts