Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||

ସ୍ତ୍ରୀକୁ କାଠ ଫାଳିଆରେ ପିଟି ପିଟି ମାରିଦେଲା ସ୍ବାମୀ

28/05/2019 at 3:41 PM

ମହାକାଳପଡା ୨୮|୫: କେନ୍ଦ୍ରାପଡାରେ ସ୍ତ୍ରୀକୁ କାଠ ଫାଳିଆରେ ପିଟି ପିଟି ମାରିଦେଲା ସ୍ବାମୀ । ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଥାନା ଗୋପାଳପୁର ଗାଁରେ ଘଟିଛି ଏଭଳି ଘଟଣା । ବିଳମ୍ବିତ ରାତିରେ ଗୋପାଳପୁର ଗାଁର ବାବୁଲି ସୁତାର ସ୍ତ୍ରୀକୁ ମଦ ପିଇବାକୁ ଟଙ୍କା ମାଗିଥିଲେ । ଟଙ୍କା ନଦେବାରୁ ତାକୁ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଦୁଇ ଛୋଟ ଝିଅକୁ ଘରୁ ବାହାର କରି ସ୍ତ୍ରୀ ବାସନ୍ତିକୁ ମାରିବା ପରେ ଘରେ ତାଲା ଦେଇ ଫେରାର ହୋଇଯାଇଛି ।   ସ୍ଥାନିୟ ଲୋକ ଖବର ପାଇବା ପରେ ପୋଲିସକୁ ଜଣାଇଥିଲେ ।  ଘଟଣା ସ୍ଥଳରେ ପୋଲସି ପଂହଚି ତାଲା ଭଙ୍ଗି ଶବ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।

   Related Posts