ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ଅଭିଯୋଗ

Published By : Prameya-News7 Bureau | September 02, 2019 IST

ନବରଙ୍ଗପୁର ୨।୯: ନବରଙ୍ଗପୁରରେ ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଡାବୁଗାଁ ଥାନା ଅନ୍ତର୍ଗତ ସରାଗୁଡା ଗାଁରେ ଘଟିଛି ଅଭାବନୀୟ ଘଟଣା । ମୃତକ ହେଲେ ମଙ୍ଗୁ ଭତରା ।

{"id":152025}

ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସ୍ବାମୀ ମନାଇ ଭତରାକୁ ଅଟକ ରଖିଛି ଡାବୁଗାଁ ପୋଲିସ । ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.