Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ପିଟି ପିଟି ମାରିଦେଲା ସ୍ବାମୀ

30/08/2019 at 11:32 AM

ସୁନ୍ଦରଗଡ ୩୦।୮: ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ପିଟି ପିଟି ମାରିଦେଲା ସ୍ବାମୀ । ଫାର୍ମ ହାଉସ ଭିତରୁ ମିଳିଲା ମୃତଦେହ । ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସୁବଳିଆ ନିକଟ ଫାର୍ମ ହାଉସରୁ ମିଳିଲା ମୃତେଦହ । ମୃତକଙ୍କ ପରିଚୟ ମିଳିପାରିନାହିଁ । ଝାରସୁଗୁଡାରୁ ଆସି ଏଠାରେ ଫାର୍ମ ହାଉସରେ କାମ କରୁଥିବା ସୂଚନା ମିଳିଛି । ହତ୍ୟାକାରୀ ସ୍ବାମୀ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି । ଘଟଣାସ୍ଥଳରେ ପହଞ୍ଚି ସଦର ଥାନା ପୋଲିସର ତଦନ୍ତ ଆରମ୍ଭ କରିଛି ।

   Related Posts