Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ପୁଅର ମୃତ୍ୟୁ ପରେ… ଦମ୍ପତ୍ତି ପିଇଲେ କୀଟନାଶକ, ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

11/11/2020 at 2:37 PM

କଳାହାଣ୍ଡି ୧୧।୧୧: ବିଷ ପିଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଡୁମେରମୁଣ୍ଡା ଗାଁରେ ଅଭାବନୀୟ ଘଟଣା । ବିଷ ପିଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ସ୍ବାମୀଙ୍କର ମୃତ୍ୟୁ ହୋଇଛି । ସ୍ତ୍ରୀ ଗୁରୁତର ହୋଇଛନ୍ତି । ମୃତକ ସ୍ବାମୀ ହଲେ ବିଷ୍ଣୁ ଗଉଡ । ସ୍ତ୍ରୀ ମାଧବୀ ଗଉଡଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଗତ ବର୍ଷ ସାପ କାମୁଡାରେ ଏକମାତ୍ର ପୁଅର ମୃତ୍ୟୁ ହୋଇଥିଲା । ପୁଅ ମୃତ୍ୟୁ ପରେ ସ୍ତ୍ରୀଙ୍କର ମାନସିକ ରୋଗ ଯୋଗୁଁ ତାଙ୍କର ଚିକିତ୍ସା ଜାରି ରହିଥିଲା । ଗତକାଲି ଚିକିତ୍ସାଧୀନ ଥିବା ମାଧବୀକୁ ନେଇ ଗାଁକୁ ଫେରିବା ପରେ ସ୍ବାମୀ ପ୍ରଥମେ କୀଟନାଶକ ପିଇ ଦେଇଥିଲେ । ପରେ ସ୍ତ୍ରୀ କୀଟନାଶକ ପିଇଥିବା ସୂଚନା ମିଳିଛି ।

   Related Posts