ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କରିଲା ସ୍ବାମୀ
10/09/2018 at 9:48 PM

ବ୍ରହ୍ମପର ୧୦/୦୯ : ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା କରିଛି ସ୍ବାମୀ । ବ୍ରହ୍ମପର ନୂଆ ମିଲିଟାରୀ ଲାଇନ୍ ଅଞ୍ଚଳରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ହତ୍ୟାକାରୀ ସ୍ବମୀ ଫେରାର୍ ଥିବା ବେଳେ ପେ।ଲିସ ଘଟଣାର ତଦନ୍ତ କରୁଛି ।
Related Posts
ରାଜଧାନୀରେ ପାରଦ ୩୮ ଡିଗ୍ରୀ ଟପିଲା, ୧୧ ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ
25 February 2021
ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
25 February 2021
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021