Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ପାରିବାରିକ କଳିରୁ ସ୍ତ୍ରୀକୁ ବାଡେଇ ବାଡେଇ ହତ୍ୟା କଲା ସ୍ବାମୀ

13/11/2019 at 9:43 PM

ଉଦଳା ୧୩।୧୧ – ପାରିବାରିକ କଳିରୁ ସ୍ତ୍ରୀକୁ ବାଡେଇ ବାଡେଇ ହତ୍ୟା କଲା ସ୍ବାମୀ । ଉଦଳା ଥାନା ନାବରା ବିସ୍ଥାପିତ କଲୋନୀରେ ଅଭାବନୀୟ ଘଟଣା । ଗତକାଲି ରାତିରେ ରାସାଏ ହୋ ଓ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ରାସାଏ ବାସନ୍ତୀଙ୍କୁ ପିଟିପିଟି ହତ୍ୟା କରିବା ଜଣାପଡିଛି ।

ସେପଟେ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସ୍ବାମୀ ରାସାଏ । ଆଜି ସକାଳୁ ପରିବାର ଲୋକେ ଘର ଭିତରେ ବାସନ୍ତୀଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି ।

   Related Posts