Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାରେ ବଢୁଛି ବର୍ଷା ଓ ପବନ, ରାସ୍ତାଘାଟ ଖାଁ ଖାଁ
  • ||
  • ଅନୁଗୁଳ : ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ
  • ||
  • ନୟାଗଡ : ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକାସାଙ୍ଗେ ୬ଟି ସ୍ଥାନରେ ରେଡ୍
  • ||
  • ପୃଥିବୀକୁ ବଡ ବିପଦ ! ମାଡି ଆସୁଛି ଗ୍ରହାଣୁ, ମାଡ ହେଲେ ପରମାଣୁ ବୋମାଠୁ ଭୟଙ୍କର ବିସ୍ଫୋରଣ
  • ||
  • ଯବାନଙ୍କ ଆତ୍ମହତ୍ୟା, ସର୍ଭିସ ରାଇଫଲରୁ ଗୁଳି ଚଳାଇ ହାରିଲେ ଜୀବନ
  • ||
  • ଜଗତସିଂହପୁରରେ ଲାଗି ରହିଛି ବର୍ଷା, ବାତ୍ୟା ମୁକାବିଲା ପାଇଁ ସଜାଗ ପ୍ରଶାସନ
  • ||
  • ଜଓ୍ୱାଦ ପ୍ରଭାବ : ମାଡି ଆସିବ ସମୁଦ୍ର, ଉଠିବ ବଡ ଜୁଆର
  • ||

ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟାକଲା ସ୍ବାମୀ

10/12/2018 at 10:27 AM

ମୋହନା ୧୦|୧୨: ଗଜପତିମୋହନା ଥାନା କିଡାସିଂ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ । ସ୍ତ୍ରୀକୁ କଟୁରୀରେ ହାଣି ନିର୍ମମ ଭାବରେହତ୍ୟା କରିଛି ସ୍ବାମୀ । ମୃତକ ହେଲେ କ୍ଷୀର ରଣଷଣ୍ଢ । ଅଭିଯୁକ୍ତ ସ୍ବାମୀ କୋରା ରଣଷଣ୍ଢକୁ ଅଟକରଖି ପଚରାଉଚରା କରୁଛି ମୋହନ ପୋଲିସ । ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ବାମୀ-ସ୍ତ୍ରୀଙ୍କମଧ୍ୟରେ ଝଗଡା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କରିଥିବାଜଣାପଡିଛି ।

   Related Posts