Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଯୌତୁକ ପାଇଁ ସ୍ତ୍ରୀକୁ ପୋଡି ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

30/01/2020 at 4:33 PM

ରାଉରକେଲା ୩୦।୧: ଯୌତୁକ ପାଇଁ ସ୍ତ୍ରୀଙ୍କୁ ପୋଡି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି ।   ଏଭଳି ଅଭିଯୋଗ ଆଣିଛନ୍ତି ମହିଳାଙ୍କ ବାପଘର ଲୋକେ । ଏନେଇ ପ୍ଲାଣ୍ଟସାଇଟ୍ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ।

ପତ୍ନୀଙ୍କୁ କିରୋସିନି ଢାଳି ନିଆଁ ଲଗାଇ ମାରିଦେଇଥିବା ଅଭିଯୋଗ ହୋଇଛନ୍ତି । ଜନତା ନିବାସ ଗଳି ଅଂଚଳର ଘଟିଛି ଏଭଳି ଘଟଣା । ମୃତ ମହିଳା ହେଉଛନ୍ତି ଆନନ୍ଦି ସୋନାକର । ଅଭିଯୋଗ ପରେ ସ୍ବାମୀ ଦୀପକ ସୋନକାର ପ୍ଲାଣ୍ଟ ସାଇଟ୍ ଥାନାରେ ଅଟକ ।

   Related Posts