Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, କଲା ଆତ୍ମସମର୍ପଣ

22/10/2019 at 12:03 PM

ନୀଳଗିରି ୨୨।୧୦: ନୀଳଗିରିରେ ନିଶାସକ୍ତ ସ୍ବାମୀର ଉନ୍ନତ୍ତ କାଣ୍ଡ । ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ । ହତ୍ୟା କରିବା ପରେ ଥାନାରେ ଅତ୍ମସମର୍ପଣ କରିଛି ଅଭିଯୁକ୍ତ ସ୍ବାମୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ତ୍ରୀର ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଗୋପୀନାଥପୁର ନୂଆସାହି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗତକାଲି ବିଳମ୍ବିତ ରାତିରେ ଉଭୟ ସ୍ବାମୀ ପୂର୍ଣ୍ଣଚନ୍ଦ୍ର ସିଂ ଏବଂ ସ୍ତ୍ରୀ ସୁକାନ୍ତି ସିଂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା ।

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ମାରିଦେଇଛି ପୂର୍ଣ୍ଣଚନ୍ଦ୍ର । ହତ୍ୟା କରିବା ପରେ ନୀଳଗିରି ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ ସ୍ବାମୀ । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

   Related Posts