Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ପରକୀୟା ପ୍ରୀତି : ସ୍ତ୍ରୀକୁ କୁରାଢୀରେ ହାଣି ହତ୍ୟା ପରେ ଆତ୍ମସମର୍ପଣ କଲା ସ୍ବାମୀ

9/08/2019 at 11:19 AM

ଭଣ୍ଡାରିପୋଖରୀ ୯|୮: ପରକୀୟାପ୍ରୀତି ସନ୍ଦେହରେ ସ୍ତ୍ରୀକୁ କୁରାଡ଼ିରେ ହାଣି ହତ୍ୟା କଲା ସ୍ବାମୀ । ମୃତକ ହେଉଛନ୍ତି ସସ୍ମିତା ମହାଳିକ । ହତ୍ୟା ପରେ ଅଭିଯୁକ୍ତ ସ୍ବାମୀ ଥାନାରେ ଆତ୍ମସମର୍ପଣ କରିଛି । ଏମିତି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା କୋଠାର କଚେରୀଦାଣ୍ଡ ଗାଁରେ ।

ସୂଚନାଯୋଗ୍ୟ ଯେ, ଅଭିଯୁକ୍ତ ସ୍ବାମୀ ସଞ୍ଜୟ  ମହାଳିକ ମଦ୍ୟପାନ କରି ସ୍ତ୍ରୀର ଚରିତ୍ର କୁ ସନ୍ଦେହ କରି ସ୍ତ୍ରୀଙ୍କୁ ମାଡ ମାରିବା ସହ ଘରେ ବିଶୃଙ୍ଖଳା  ସୃଷ୍ଟି କରେ । ତେବେ ଅଭିଯୁକ୍ତ ପ୍ରବଳ ମଦ୍ୟପାନ କରି ଘରେ ସ୍ତ୍ରୀର ପରପୁରୁଷ ସହ ସମ୍ପର୍କ ଥିବା ନେଇ ଝଗଡା କରିଥିଲା । ପରେ ଘରେ ଥିବା କୁରାଢୀରେ ସ୍ତ୍ରୀକୁ ହାଣି ଦେଇଥିଲା । ସ୍ତ୍ରୀର ମୃତ୍ୟୁ ହୋଇଥିବା ଜାଣି  ନିଜେ ଧୂଷୁରୀ ଥାନାରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।

   Related Posts