Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||

ବଡ଼ବିଲ ଅଂଚଳରୁ ସ୍ୱାମୀ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର; ପରସ୍ପରକୁ ଆକ୍ରମଣ କରିଥିବା ସନ୍ଦେହ

9/12/2018 at 2:02 PM

ବଡବଲି ୯/୧୨ : ବଡ଼ବିଲ ଅନ୍ତର୍ଗତ ବାମେବାରୀ ଥାନା ଜଜାଙ୍ଗ ରୁଙ୍ଗଟା ମାଇନ୍ସ କଲୋନୀରେ ଘଟିଛି ଅଘଟଣ | ଏକ ଘର ଭିତରୁ ସ୍ବାମୀ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି | ପରସ୍ପରକୁ ଆକ୍ରମଣ ପରେ ଉଭୟଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି | ମୃତକ ହେଲେ ସୁଜିତ ହେମ୍ବ୍ରମ ଓ ସ୍ତ୍ରୀ ବେରୋନିକା ହେମ୍ବ୍ରମ | ଘଟଣାସ୍ଥଳରେ ବାମୋମାରୀ ପୋଲିସ ପହଂଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ କରିବା ସହ ତଦନ୍ତ ଜାରି ରଖିଛି |

   Related Posts