Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମାହାଙ୍ଗା ଅଞ୍ଚଳରେ ପଡିଛି ହେଟା ବାଘର ପାଦ ଚିହ୍ନ ; ବନ ବିଭାଗ ଖୋଜିବାରେ ବିଫଳ, ଲୋକେ ଭୟଭୀତ

8/09/2019 at 11:52 AM

ନିଶ୍ଚିନ୍ତକୋଇଲି ୮।୯:  କଟକ ଜିଲ୍ଲା ମାହାଙ୍ଗା ହଂସଦିଆ ଗାଁରେ ହେଟାବାଘ ଆତଙ୍କ । ଗତକାଲି ବିଳମ୍ବିତ ରାତିରେ ଗାଁରେ ଏକ ହେଟା ବାଘ ବୁଲୁଥିବା ସ୍ଥାନୀୟ ବାସିନ୍ଦା ଦେଖି ସଫା ବନବିଭାଗକୁ ଖବର ଦେଇଥିଲେ । ପରେ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ବାଘକୁ ତନ୍ନ ତନ୍ନ କରି ଖୋଜିଥିଲେ। ହେଲେ ବାଘକୁ ପାଇ ନଥିଲେ ।

ହେଲେ ବାଘର ପାଦ ଚିହ୍ନ ଗାଁର ବିଭିନ୍ନ ସ୍ଥାନରେ ପଡ଼ିଥିବା ଦେଖିବାକୁ ମିଳିଛି । ତେଣୁ ଲୋକଙ୍କ ମନରେ ଭୟର ବାତାବରଣ ଖେଳିଯାଇଛି। ବନ ବିଭାଗର ତଲାସି ଜାରି ରଖିଥିବା ପ୍ରକାଶ କରିଛନ୍ତି ସଫା ଫରେଷ୍ଟର ସି.ଏସ୍. ଦାସ।

   Related Posts