Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ରାସ୍ତା କଡରେ ପଡିଛି ହେଟାବାଘ, ଶରୀରରେ ଲାଗିଛି ଶକ୍ତ ଆଘାତ

5/09/2019 at 12:33 PM

କାଲିମେଳା ୫।୯: ମାଲକାନଗିରି ଜିଲ୍ଲା କାଲିମେଳା-ପଡିଆ ମୁଖ୍ୟ ରାସ୍ତା କଡରେ ପଡିଛି ହେଟାବାଘ । ହେଟାବାଘର ମୁଣ୍ଡ, ଅଣ୍ଟା ଓ ଗୋଡରେ ଶକ୍ତ ଆଘାତ ଲାଗିଥିବା ଜଣାପଡିଛି । କାଲିମେଳା ସଦରମହକୁମାଠାରୁ ମାତ୍ର ୩ଶହ ମିଟର ଦୂରରେ ଆହତ ହେଟା ବାଘଟି ପଡିଛି । ବାଘଟିକୁ କେହି ପିଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ନାହାନ୍ତି ।

   Related Posts