Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||

ଘରପିଣ୍ଢାରେ ବସିଥିବା ବେଳେ କାମୁଡିଲା ହେଟାବାଘ – ୨ ଗୁରୁତର

21/11/2019 at 8:39 PM

ପଟ୍ଟାମୁଣ୍ଡାଇ ୨୧।୧୧ – ଘର ପିଣ୍ଢାରେ ବସିଥିବା ବେଳେ ଦୁଇ ଜଣଙ୍କୁ ହେଟା ବାଘ ଆକ୍ରମଣ କରିଛି । ଏହି ଘଟଣା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ରାଜପୁର ଗାଁରେ ଘଟିଛି ।

କମଳି ଦାସ ଓ ପ୍ରତାପ ଦାସ ସନ୍ଧ୍ୟା ସମୟରେ ଘର ପିଣ୍ଢାରେ ବସିଥିଲେ । ଏତିକି ବେଳେ ଗୋଟିଏ ହେଟା ବାଘ ସେମାନଙ୍କୁ ଆକ୍ରମଣ କରିଥିଲା । ଚିତ୍କାର ଶୁଣି ଗ୍ରାମବାସୀ ଆସି ଯିବାରୁ ସେମାନେ ବର୍ତ୍ତି ଯାଇଥିଲେ । ପ୍ରତାପ ଓ କମଳିଙ୍କୁ ଚିକିତ୍ସା ପାଇଁ ରାଜ ନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କମଳି ଦାସଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

   Related Posts