Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଅଜଣା ଗାଡି ଧକ୍କାରେ ଛଟପଟ ହେଟା, ଉଦ୍ଧାର କଲା ବନ ବିଭାଗ

4/12/2020 at 3:23 PM

ବ୍ରହ୍ମପୁର ୪।୧୨: ଅଜଣା ଗାଡି ଧକ୍କାରେ ଛଟପଟ ହେଟା । ଗଞ୍ଜାମ ଜିଲ୍ଲା ହିଞ୍ଜିଳି ତହସିଲ ଦାରୁଭଦ୍ର ଗ୍ରାମ ନିକଟରେ ଆହତ ଅବସ୍ଥାରେ ପଡି ଛଟପଟ ହେଉଛି ହେଟା । ଆଞ୍ଚଳିକ ବିକାଶ ପରିଷଦର ସଦସ୍ୟ ଧର୍ମରାଜ ପାତ୍ର ଓ ସମ୍ପାଦକ ବିଜେନ୍ଦ୍ର ମାଝୀ ଘଟଣାସ୍ଥଳରେ ପହଞ୍ଚି ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଲାନ ନାୟକଙ୍କୁ ଘଟଣା ସମ୍ପର୍କରେ ଅବଗତ କରିଥିଲେ ।

ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ବ୍ରହ୍ମପୁର ରେଞ୍ଜର ଦିଲ୍ଲୀପ କୁମାର ମାର୍ଥା ବନ ବିଭାଗର ଉଦ୍ଧାର କାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚି ଥିଲେ । ସେମାନେ ଆହତ ହେଟାକୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଥିବା ସୂଚନା ମିଳିଛି ।

   Related Posts