Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପିତୃ ବିୟୋଗ, ୬୧ ବର୍ଷରେ ତ୍ୟାଗ କଲେ ଶେଷ ନିଶ୍ୱାସ

21/05/2021 at 7:49 AM

କଟକ,୨୧/୦୫: ସୁନାମଧନ୍ୟ କଣ୍ଠଶିଳ୍ପୀ ହ୍ୟୁମାନ୍‌ ସାଗରଙ୍କ ପିତାଙ୍କ ଦେହାନ୍ତ ହୋଇଯାଇଛି । ହ୍ୟୁମାନ୍‌ଙ୍କ ବାପା ରବିଚନ୍ଦ୍ର ସାଗରଙ୍କ ୬୧ ବର୍ଷ ବୟସରେ ପରଲୋକ ହୋଇଯାଇଥିବା ସୂଚନା ମିଳିଛି ।

ସେ ୧୫ ଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ । ଗତକାଲି ତାଙ୍କ ଅବସ୍ଥା ଅଧିକ ଗୁରୁତର ହୋଇପଡ଼ିଥିଲା । ଗୁରୁବାର ସକାଳେ ତାଙ୍କର ପରଲୋକ ହୋଇଯାଇଥିବା ଜଣାପଡ଼ିଛି ।

ରବିଚନ୍ଦ୍ର ଜଣେ ଆଦର୍ଶ ଶିକ୍ଷକ ଭାବେ ପିଲାଙ୍କ ନିକଟରେ ବେଶ୍‌ ପରିଚିତ ଥିଲେ । ଏହା ବ୍ୟତୀତ ସେ ସମାଜସେବା କ୍ଷେତ୍ରରେ ମଧ୍ୟ ବେଶ୍‌ ସକ୍ରିୟ ଥିଲେ । ତାଙ୍କ ପରଲୋକରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏବଂ ଅହୁରି ଅନେକ କଳାକାରମାନେ ଗଭୀର ଶୋକପ୍ରକାଶ କରିଛନ୍ତି ।

   Related Posts